www.samajalive.in
Saturday, December 6, 2025
26.1 C
Bhubaneswar

ଇଡ଼ି ପରେ ଏନଆଇଏ ଟିମ୍‌‌ ଉପରେ ଆକ୍ରମଣ

ପଶ୍ଚିମବଙ୍ଗ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଟିମ ଉପରେ ଆକ୍ରମଣ ପରେ ଏବେ ଜାତୀୟ ତଦନ୍ତକାରୀ ସଂସ୍ଥାର ଟିମ୍‌‌ ଉପରେ ଜୋରଦାର ଆକ୍ରମଣ ହୋଇଛି। ମେଦିନାପୁର ଜିଲ୍ଲାରେ ଏନଆଇଏ ଟିମ ଉପରେ ଆକ୍ରମଣ କରାଯାଇଛି। ସ୍ଥାନୀୟ ଅଂଚଳର କିଛି ଲୋକ ଏନଆଇଏ ଟିମକୁ ଘେରିଯାଇ ତାଙ୍କ ଗାଡି ଉପରକୁ ଢେଲା ପଥର ମାଡ କରିଛନ୍ତି। ଏନଆଇଏ ଟିମ୍‌‌ କୋଲକତା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶନିବାର ଦିନ ଯାଞ୍ଚ କରିବାକୁ ପହଞ୍ଚିଥିଲେ। ଏହି ସମୟରେ ଏଜେନ୍ସି ୨ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଏହି ଗିରଫଦାରୀକୁ ବିରୋଧ କରି ଗ୍ରାମବାସୀମାନେ ଏନଆଇ ଟିମ୍‌‌ ଉପରେ ଆକ୍ରମଣ କରିଥିବା ଜଣାପଡିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories