www.samajalive.in
Monday, December 15, 2025
26.1 C
Bhubaneswar

ଦିଲ୍ଲୀ ବିସ୍ଫୋରଣ: ଏନଆଇଏ କରିବ ତଦନ୍ତ, ଶାହଙ୍କ ସହ କଥା ହେଲେ ରାଷ୍ଟ୍ରପତି

ସମାଜଲାଇଭ ଡେସ୍କ: ଦିଲ୍ଲୀ ବିସ୍ଫୋରଣ ଘଟଣାର ତଦନ୍ତ କରିବ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ)। ମଙ୍ଗଳବାର ଏନଆଇଏ ମାମଲାର ତଦନ୍ତଭାର ହାତକୁ ନେଇଛି। ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏହି ତଦନ୍ତ ଦାୟିତ୍ଵ ଏନଆଇଏକୁ ଦିଆଯାଇଛି। ସୋମବାର ରାତିରେ ବିସ୍ଫୋରଣ ପରେ ଏନଆଇଏ ଏବଂ ଏନଏସଜି ଟିମ ଘଟଣାସ୍ଥଳରେ ପହଞ୍ଚି ତନାଘନା କରିଥିଲେ। ଏହି ବିସ୍ଫୋରଣ ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିଲା।

ଅନ୍ୟପଟେ ବିଦେଶ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଫୋନ କରି କଥା ହୋଇଛନ୍ତି। ରାଷ୍ଟ୍ରପତି ବର୍ତ୍ତମାନ ଆଙ୍ଗୋଲା ଗସ୍ତରେ ରହିଛନ୍ତି। ସେଠାରୁ ସେ ଶାହଙ୍କୁ ଫୋନ କରି ଘଟଣା ବିଷୟରେ ପଚାରି ବୁଝିଥିଲେ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories