www.samajalive.in
Wednesday, December 10, 2025
15.1 C
Bhubaneswar

ଦିଲ୍ଲୀ ବିସ୍ପୋରଣ : ତଦନ୍ତ କରିବ NIA

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାର ତଦନ୍ତ କରିବାକୁ ଗଠନ ହେଲା ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଦଳ । ଘଟଣାରେ ଆତଙ୍କବାଦୀ ଷଡ଼ଯନ୍ତ୍ର ସମ୍ପର୍କରେ ସୁରାକ ମିଳିବା ପରେ NIA ତଦନ୍ତ ଦଳ ଗଠନ କରିଛି । ଆନୁଷ୍ଠାନିକ ଭାବରେ ମାମଲାଟିକୁ NIA ନିଜ ହାତକୁ ନେବା ପରେ ତଦନ୍ତ ଦଳ ଗଠନ ହୋଇଛି । ଦିଲ୍ଲୀ ଲାଲକିଲ୍ଲା ନିକଟରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ୧୨ ଜଣଙ୍କ ମୃତ୍ୟୁ ଏବଂ ଅନେକ ଆହତ ହୋଇଛନ୍ତି । ଘଟଣା ପରେ ଦିଲ୍ଲୀ ସମେତ ଦେଶର ଅନେକ ସମ୍ବେଦନଶୀଳ ସ୍ଥାନ ହାଇ ଆଲର୍ଟରେ ରହିଛି । ଦିଲ୍ଲୀ ସୀମାରେ ସୁରକ୍ଷା ଯାଞ୍ଚ ଏବଂ ସହରର ପ୍ରମୁଖ ସ୍ଥାନରେ ଯାନବାହାନର ବ୍ୟାପକ ଯାଞ୍ଚ ଚାଲିଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories