www.samajalive.in
Monday, December 15, 2025
26.1 C
Bhubaneswar

ନିବେଦିତା ମହାନ୍ତି ; ରାଜ୍ୟ ମହିଳା ବିଜେଡି କାର୍ଯ୍ୟକାରୀ ସଭାପତି ମନୋନୀତ

ନବରଙ୍ଗପୁର : ରାଜ୍ୟ ବିଜୁ ମହିଳା ଜନତାଦଳର କାର୍ଯ୍ୟକାରୀ ସଭାପତି ଭାବେ ବରିଷ୍ଠ ବିଜେଡିନେତ୍ରୀ ତଥା ନବରଙ୍ଗପୁର ଜିଲା ପରିଷଦର ଉପାଧ୍ୟକ୍ଷା ନିବେଦିତା ମହାନ୍ତି ମନୋନୀତ ହୋଇଛନ୍ତି। ରାଜ୍ୟ ବିଜୁ ମହିଳା ଜନତାଦଳର ସଭାପତି, ସ୍ନେହାଙ୍ଗୀନି ଛୁରିଆଙ୍କର ସୁପାରିଶକ୍ରମେ ବିଜୁଜନତାଦଳର ସଭାପତି ନବୀନ ପଟ୍ଟନାୟକ ଏହି ନିଯୁକ୍ତି ଦେଇଛନ୍ତି। ଏହାର ପ୍ରତିକ୍ରିୟା ଦେଇ ଶ୍ରୀମତୀ ମହାନ୍ତି କହିଛନ୍ତି ଯେ, ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଉପର ଆସ୍ଥା ପ୍ରକଟ କରି ନୂତନ ଦାୟିତ୍ୱ ଦେଇଥିବାରୁ ସେ କୃଞତା ଜଣାଇବା ସହ ଅଶେଷ ଧନ୍ୟବାଦ ଜଣାଇଛନ୍ତି। ଏହା ସହିତ ଜିଲା ବିଜେଡି ସଭାପତି ତଥା ଲୋକସଭା ସାଂସଦ ରମେଶ ଚନ୍ଦ୍ର ମାଝୀ,ରାଜ୍ୟସଭା ସାଂସଦ ମୁନ୍ନା ଖାନ୍‍ ଓ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories