www.samajalive.in
Saturday, December 6, 2025
14.1 C
Bhubaneswar

ପେଟ୍ରୋଲ ଟ୍ୟାଙ୍କର ବିସ୍ଫୋରଣ ଘଟି ୯୦ ମୃତ

ନୂଆଦିଲ୍ଲୀ : ନାଇଜେରିଆରେ ବୁଧବାର ଏକ ବଡ ଅଘଟଣ ଘଟିଥିବା ଖବର ସାମ୍ନାକୁ ଆସିଛି। ଏକ ପେଟ୍ରୋଲ ଟ୍ୟାଙ୍କର ବିସ୍ଫୋରଣ ଘଟି ପ୍ରାୟ ୯୦ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ୫୦ରୁ ଅଧିକ ଲୋକେ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଓଲଟି ପଡିଥିବା ଟ୍ୟାଙ୍କରରୁ ଲୋକେ ତେଲ ନେବାକୁ ଚେଷ୍ଟା କରୁଥିବା ସମୟରେ ଏହି ବିସ୍ଫୋରଣ ଘଟିଥିବା ନେଇ ସୂଚନା ମିଳିଛି।

ଭିଡିଓରେ ଦେଖନ୍ତୁ; ବାଛୁରୀକୁ ଗୋଟା ଗିଳିଦେଲା ଅଜଗର, ତା’ପରେ ସ୍ଥାନୀୟଲୋକେ କଲେ ଏମିତି..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories