www.samajalive.in
Tuesday, December 9, 2025
26.1 C
Bhubaneswar

ନର୍ସ ନିହାରୀକାଙ୍କ ହତ୍ୟା ପ୍ରସଙ୍ଗ; ୬ ଜଣିଆ ତଥ୍ୟ ଅନୁଧ୍ୟାନକାରୀ କମିଟି ଗଠନ କଲା ପିସିସି

ଭୁବନେଶ୍ୱର: ବାଲିପାଟଣା ବ୍ଲକ ଭିଙ୍ଗାରପୁର ଗାଁର ନର୍ସ ନିହାରୀକାଙ୍କ ହତ୍ୟା ପ୍ରସଙ୍ଗକୁ ନେଇ ପ୍ରଦେଶ କଂଗ୍ରେସ କମିଟିର ମାନନୀୟ ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ୬ ଜଣିଆ ‘ତଥ୍ୟ ଅନୁଧ୍ୟାନକାରୀ କମିଟି’ ଗଠନ କରିଛନ୍ତି। ଉକ୍ତ ୬ ଜଣିଆ କମିଟିରେ ବରିଷ୍ଠ କଂଗ୍ରେସ ନେତା ତଥା ଆଇନଜୀବୀ ଶ୍ରୀ ଶିବାନନ୍ଦ ରାୟ ଅଧ୍ୟକ୍ଷ ରହିଥିବା ବେଳେ ବରିଷ୍ଠ କଂଗ୍ରେସ ନେତ୍ରୀ ପ୍ରାକ୍ତନ ମନ୍ତ୍ରୀ ଶ୍ରୀମତୀ ବିଜୟଲକ୍ଷ୍ମୀ ସାହୁ, ରାଜ୍ୟ ମହିଳା କଂଗ୍ରେସ କାର୍ଯ୍ୟକାରୀ ସଭାପତି ଶ୍ରୀମତୀ ବନ୍ଦିତା ପରିଡା, ଶ୍ରୀମତୀ ରଶ୍ମି ମହାପାତଙ୍କ ସମେତ ଯୁବ ଆଇନଜୀବୀ ତଥା କଂଗ୍ରେସ ନେତା ନିଶିକାନ୍ତ ମିଶ୍ର ଓ ଜିନେଶ ଦାସ ପ୍ରମୁଖ ସଦସ୍ୟ ରହିଛନ୍ତି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

Related Articles

Popular Categories