ଭୁବନେଶ୍ବର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କୁ ନୂଆ ଦାୟିତ୍ବ ଦିଆଯାଇଛି। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ) ଭାବେ ନିଯୁକ୍ତି ଦିଆଯାଇଛି। ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଅଛନ୍ତି ନିକୁଞ୍ଜ ବିହାରୀ ଧଳ।
Popular Categories



