www.samajalive.in
Monday, December 15, 2025
26.1 C
Bhubaneswar

ଜାଗର ଜାଳିବାକୁ ମନ୍ଦିର ଯାଇଥିଲେ, ସର୍ବଶ୍ଵ ଲୁଟିନେଲେ

ନୀଳଗିରି: ମନ୍ଦିର ଯାଇଥିଲେ ପରିବାର, ଘରୁ ଲୁଟିନେଲେ ଚୋର। ନୀଳଗିରି ଥାନା ସାନପାଟପୁର ଗାଁର ସୁବାଷ ଦଳେଇଙ୍କ ଘରୁ ସୁନା, ରୁପା, ଟଙ୍କା ଓ ଗୁରୁତ୍ଵପୂର୍ଣ୍ଣ କାଗଜ ପତ୍ର ଲୁଟି ନେଇଛନ୍ତି।  ଗତକାଲି ମହାଶିବରାତ୍ରି ଥିବାବେଳେ ପରିବାର ଲୋକେ ପଶ୍ଚିମେଶ୍ଵର ମନ୍ଦିରକୁ ଦୀପ ଜାଳିବାକୁ ଯାଇଥିଲେ।  ଏହାର ସୁଯୋଗ ନେଇ କିଛି ଦୁର୍ବୁତ୍ତ ଘରୁ ସର୍ବଶ୍ଵ ଲୁଟିନେଇଥିଲେ। ଆଜି ସକାଳୁ ଘରକୁ ଫେରି ଘରର ମୁଖ୍ୟ କବାଟ ତାଲା ଭଙ୍ଗା ଯାଇଥିବାବେଳେ ଘର ଭିତର ଆଲମିରା ତଡାଯାଇଥିବା ଦେଖିବାକୁ ପାଇଥିଲେ। ପରେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories