www.samajalive.in
Sunday, December 14, 2025
15.1 C
Bhubaneswar

ଦିନରେ ଫେରିବାଲା, ରାତିରେ ଲୁଟେରା

ନୀଳଗିରି: ସିରିଜ୍‍ ଲୁଟ୍‍ର ପର୍ଦ୍ଦାଫାସ୍‍, ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଔପଦା ପୁଲିସ । ସୂଚନା ଅନୁସାରେ ଅଭିଯୁକ୍ତ ମାନେ ଦିନରେ ଫେରିବାଲା ବେଶ ଧରି ରାତିରେ ଲୁଟ କରୁଥିଲେ। ଚଳିତମାସ ୧୨ ତାରିଖରେ ଔପଦା ଥାନା ଖଇରା ଗାଁର ବିନୋଦ ବିହାରୀ ମହାପାତ୍ର ଘରେ କେହି ନଥିବାର ସୁଯୋଗ ନେଇ ରାତିରେ ଲୁଟ କରିଥିଲେ ଏହି ଲୁଟେରା । ନୀଳଗିରି ଏସଡିପିଓ ରୀତେଶ ମହାପାତ୍ରଙ୍କ ନିର୍ଦ୍ଦେଶରେ ଔପଦା ଥାନା ଅଧିକାରୀ ସାଲଖାନ ମୁର୍ମୁ ଚଢ଼ାଉ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ। ଲୁଟେରାଙ୍କ ଠାରୁ ନଗଦ ୧ ଲକ୍ଷ ୫୫ ହଜାର ଟଙ୍କା, ୭ ଲକ୍ଷ ଟଙ୍କାର ସୁନା ରୁପା ଗହଣା, ଗୋଟିଏ ବାଇକ, ଗୋଟିଏ ୫୨ଇଞ୍ଚ ଏଲିଡି, ଓ ବିଭିନ୍ନ ମାଣାଅସ୍ତ୍ର ଜବତ କରିଛି ପୋଲିସ ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories