www.samajalive.in
Saturday, December 6, 2025
16.1 C
Bhubaneswar

ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ: ୧୫ ଅସୁସ୍ଥ, ୧୦ ଗୁରୁତର

ନୀଳଗିରି: ନୀଳଗିରିରେ ଅଘଟଣ । ଗଡ଼ିଆମାଳ ନିକଟ ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ ହୋଇଥିବାବେଳେ ଏଥିରେ ପ୍ରାୟ ୧୫ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି। ଅସୁସ୍ଥଙ୍କ ମଧ୍ୟରେ ରହିଛନ୍ତି କିଛି ନାବାଳିକାରହିଛନ୍ତି ଏବଂ ସମସ୍ତ ଗୁରୁତର ନୀଳଗିରି ହସପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁଯାୟୀ ଚିଙ୍ଗୁଡି ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ ହୋଇ ୧୦ରୁ ଊର୍ଦ୍ଧ୍ବ ଯୁବତୀ ଗୁରୁତର ହୋଇଛନ୍ତି। ନୀଳଗିରି ଗଡିଆମାଳ ସ୍ଥିତ ସ୍ନୋ ୱାର୍ଲ୍ଡ ନାମକ ଚିଙ୍ଗୁଡି ଫ୍ୟାକ୍ଟ୍ରିରେ ଘଟିଛି ଏହି ଅଘଟଣ ଘଟିଛି। ହଠାତ ବିଷାକ୍ତ ଗ୍ୟାସ ଲିକ ହେବାରୁ ସମସ୍ତେ ଅଚେତ ହୋଇପଡିଥିଲେ। ସାଥୀ କର୍ମଚାରୀମାନେ ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧା କରି ତୁରନ୍ତ ସମସ୍ତ ଅସୁସ୍ଥଙ୍କୁ ନୀଳଗିରି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories