www.samajalive.in
Sunday, December 14, 2025
23.1 C
Bhubaneswar

ଶିକ୍ଷୟିତ୍ରୀଙ୍କ ସୁନାଚେନ୍‍ ଝାମ୍ପିନେଲେ ଲୁଟିଆ

ନୀଳଗିରି: ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ କାଳିଝାଟି ୟୁଜିୟୁପି ସ୍କୁଲର ଶିକ୍ଷୟିତ୍ରୀ ବନିତା ବାଗ କୌଣସି କାମରେ ସଜନାଗଡ଼ ବଡ଼ପୋଲ ନିକଟସ୍ଥ ସିଆରସିସି କୁଞ୍ଜବିହାରୀ ବେହେରାଙ୍କ ଘରକୁ ଯାଉଥିଲେ । ଏହି ସମୟରେ ନୀଳଗିରି ପଟୁ ପଲସର ବାଇକରେ ଯାଉଥିବା ୩ଜଣ ଲୁଟିଆ ଶିକ୍ଷୟିତ୍ରୀଙ୍କ ବେକରୁ ସୁନାଚେନ୍‍ଟିକୁ ଝାମ୍ପି ନେଇ ଫେରାର ହୋଇ ଯାଇଥିଲେ । ସ୍ଥାନୀୟଲୋକେ ଖୋଜା ଖୋଜି କରିଥିଲେ ମଧ୍ୟ ଲୁଟିଆଙ୍କ ପତା ମିଳିନଥିଲା । ଏ ସମ୍ପର୍କରେ ଶିକ୍ଷୟିତ୍ରୀ ଜଣକ ନୀଳଗିରି ଥାନାରେ ଏତଲା ଦେବା ପରେ ପୁଲିସ ସିସିଟିଭି ଫୁଟେଜରୁ ଲୁଟିଆଙ୍କ ଫଟୋ କାଢ଼ି ତଦନ୍ତ ଜାରି ରଖିଛି ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories