www.samajalive.in
Friday, December 5, 2025
20.1 C
Bhubaneswar

କୂଅରେ ଖସିପଡ଼ି ଅଟୋ ଚାଳକ ମୃତ

ନୀଳଗିରି : ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ ସଜନାଗଡ଼ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। କୂଅରେ ଖସିପଡ଼ି ଜଣେ ଜଣେ ଅଟୋ ଚାଳକଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ସଜନାଗଡ଼ ଅଞ୍ଚଳର ଖାଳପାଳିଆଙ୍କ ପୁଅ ପ୍ରଭାସିଆ (୨୩) ନିଜ ଘର ବାଡ଼ିରେ ତିଆରି ଚାନ୍ଦିନୀନଥିବା କୂଅ ଦେଇ ଯାଉଥିବା ସମୟରେ ଅସାବଧାନତା ଯୋଗୁଁ କୂଅରେ ଖସି ପଡ଼ିଥିଲେ। ଘଟଣାସ୍ଥଳରେ ନୀଳଗିରି ଦମକଳ ବାହିନୀ ପହଞ୍ଚି ତାଙ୍କ ମୃତଦେହକୁ ଉଦ୍ଧାର କରିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories