ଭୁବନେଶ୍ୱର: ନୀଳଗିରି ବିଜେପି ବିଧାୟକ ସୁକାନ୍ତ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି। ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ଇସ୍ତଫାପତ୍ର ପଠାଇଛନ୍ତି ସୁକାନ୍ତ। ୨୦୧୪ରେ ବିଜେଡିରୁ ନିର୍ବାଚନ ଲଢି ଜିତିଥିଲେ। ହେଲେ ୨୦୧୯ରେ ବିଜେଡି ଟିକେଟ ନଦେବାରୁ ଦଳ ଛାଡି ବିଜେପିରେ ସାମିଲ ହୋଇଥିଲେ। ୨୦୧୯ରେ ବିଜେପିରୁ ଟିକେଟ ପାଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏବେ ବିଜେପରୁ ଇସ୍ତଫା ଦେବା ପରେ ପୁଣି ଥରେ ବିଜେଡିକୁ ଫେରିବା ନେଇ ଚର୍ଚ୍ଚା ହେଉଛି।
Popular Categories



