www.samajalive.in
Saturday, December 6, 2025
26.1 C
Bhubaneswar

ନିମାପଡାରେ ଶିକ୍ଷକଙ୍କ ଘର ଭାଙ୍ଗିଦେଲେ ଦୁର୍ବୃତ୍ତ

ନିମାପଡା: ରାତି ଅଧରେ ଶିକ୍ଷକଙ୍କ ଘର ଭାଙ୍ଗିଲେ ଦୁର୍ବୃତ୍ତ। କାରକୁ ଚୂରମାର କରିଥିôବାର ଦୃଶ୍ୟ ସିସିଟିଭିରେ ରେକର୍ଡ ହୋଇଛି। ଗୋଲେଇ ଛକ ସିଦ୍ଧେଶ୍ୱର ମଣ୍ଡପ ଗଳିରେ ଗତ ରାତିରେ ୧୦ରୁ ୧୫ ଜଣ ଦୁର୍ବୃତ୍ତ ଆସି ଜେସିବି ମେସିନ ଲଗାଇ ଶିକ୍ଷକ ଅରୁଣ ମହାନ୍ତିଙ୍କ ଘର ଭାଙ୍ଗି ଦେଇଛନ୍ତି। ଦୁର୍ବୃତ୍ତମାନେ ମୁଖା ପିନ୍ଧିବା ସହ, ମାରଣାସ୍ତ୍ର ଧରିଥିଲେ। କାରକୁ ମଧ୍ୟ ଚୁରମାର କରିଦେଇଛନ୍ତି। ସିସିଟିଭି କ୍ୟାମେରା ମଧ୍ୟ ଭାଙ୍ଗି ଦେଇଛନ୍ତି। ଦୁର୍ବୃତ୍ତଙ୍କ ଆତଙ୍କରେ ପରିବାର ସଦସ୍ୟ ବାହାରିବାକୁ ଭୟ କରିଥିଲେ। ଅଭିଯୋଗ ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories