www.samajalive.in
Saturday, December 13, 2025
26.1 C
Bhubaneswar

ନିରଞ୍ଜନ ରଥଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର: ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ, ଦୈନିକ ଖବରକାଗଜ ‘ସମାଜ’ର ପୂର୍ବତନ ସମ୍ପାଦକ ତଥା ବିଶିଷ୍ଟ ସମାଜସେବୀ ନିରଞ୍ଜନ ରଥ(୭୮) ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛି ରାଜ୍ୟ ବିଜେପି। ତାଙ୍କ ବିୟୋଗରେ ରାଜ୍ୟ ସଭାପତି ମନମୋହନ ସାମଲ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ୱର୍ଗତଃ ରଥଙ୍କ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ମନମୋହନ ସାମଲ ପ୍ରାର୍ଥନା କରିଛନ୍ତି। ବିଜେପିର ଅନ୍ୟାନ୍ୟ ନେତୃବୃନ୍ଦ ମଧ୍ୟ ନିରଞ୍ଜନଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories