www.samajalive.in
Monday, December 15, 2025
26.1 C
Bhubaneswar

ସିଙ୍ଗାପୁର ଓ ୟୁଏଇରେ ଆରମ୍ଭ ହେବ ରୁପେ ପେମେଣ୍ଟ ବ୍ୟବସ୍ଥା

ଡେସ୍କ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ରୂପେ ପେମେଣ୍ଟ ବ୍ୟବସ୍ଥା ଗ୍ରହଣ କରିବାକୁ ଭାରତ ବିଭିନ୍ନ ଦେଶକୁ ପ୍ରବର୍ତ୍ତାଇଛି। ସେ କହିଛନ୍ତି, ସିଙ୍ଗାପୁର ଓ ସଂଯୁକ୍ତ ଆରବ ଏମିରେଟ୍‍ ଏଥିପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। ୱାଶିଙ୍ଗ୍‍ଟନରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏହା କହିଛନ୍ତି। ଶ୍ରୀମତୀ ସୀତାରମଣ କହିଛନ୍ତି, ୟୁପିଆଇ, ଭୀମ ଆପ ଓ ଏନସିପିଆଇ ଏବେ ବିଶ୍ୱର ବିଭିନ୍ନ ଦେଶରେ ଯେଭଳି କାର୍ଯ୍ୟ କରିପାରିବ ସେ ନେଇ ସିଙ୍କ୍ରୋନାଇଜ୍‍ ହେବାକୁ ବିକଶିତ କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳ ସୀତାରମଣ ଆମେରିକାକୁ ୨ ଦିନିଆ ଗସ୍ତରେ ଯାଇଛନ୍ତି। ସେଠାରେ ସେ ଆନ୍ତର୍ଜାତିକ ମୁଦ୍ରାପାଣ୍ଠି ଓ ବିଶ୍ୱବ୍ୟାଙ୍କ ବାର୍ଷିକ ବୈଠକରେ ଯୋଗ ଦେବେ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories