www.samajalive.in
Monday, December 15, 2025
26.1 C
Bhubaneswar

ବିଶ୍ବ ପାରା ଦୌଡ଼କୁଦ: ନିଶାଦଙ୍କୁ ହାଇଜମ୍ପ୍‌ ସ୍ବର୍ଣ୍ଣ

ନୂଆଦିଲ୍ଲୀ: ଦିଲ୍ଲୀରେ ଚାଲିଥିବା ବିଶ୍ବ ପାରା ଦୌଡ଼କୁଦ ଚମ୍ପିଆନସିପରେ ଶୁକ୍ରବାର ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନିଶାଦ କୁମାର। ପୁରୁଷ ଟି-୪୭ ହାଇଜମ୍ପରେ ନିଶାଦ ୨:୧୪ ମିଟର ଉଚ୍ଚତାକୁ ଡେଇଁ ଏସୀୟ କୀର୍ତ୍ତିମାନ ସହ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ନିଶାଦ ପ୍ରଥମ ପ୍ରୟାସରେ ୨:୧୪ ମିଟର ଉଚ୍ଚତାକୁ ଅତିକ୍ରମ କରି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଏଥିରେ ତୁର୍କୀର ୍ରବଦୁଲ୍ଲା ଇଜାଗ ୨;୦୮ ମିଟର ସହ ରୌପ୍ୟ ଓ ଆମେରିକାର ରୋଡରିକ୍ର ଟାଉନସେଡ୍‌ ୨:୦୩ ମିଟର ସହ କାଂସ୍ୟ ପଦକ ଜିତିଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories