www.samajalive.in
Sunday, December 7, 2025
18.1 C
Bhubaneswar

ନୀତା ଅମ୍ବାନୀଙ୍କୁ ସ୍ପୋର୍ଟ୍ସ ଲିଡର-ଅଫ-ଦି-ଇୟର ପୁରସ୍କାର

ନୂଆଦିଲ୍ଲୀ: ରିଲାଏନ୍ସ ଫାଉଣ୍ଡେସନ ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ ଅମ୍ବାନୀଙ୍କୁ ଭାରତରେ କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ପୋର୍ଟ୍ସ ଲିଡର-ଅଫ-ଦି-ଇୟର (ମହିଳା) ପୁରସ୍କାରରେ ମଙ୍ଗଳବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ସିଆଇଆଇ ସ୍କୋରକାର୍ଡ଼ ୨୦୨୩ କାର୍ଯ୍ୟକ୍ରମରେ ସମ୍ମାନିତ ଓ ପୁରସ୍କୃତ କରାଯାଇଛି । ଏଥିସହିତ କ୍ରୀଡା କ୍ଷେତ୍ରରେ ଉତ୍କର୍ଷର ମାନକ ସ୍ଥାପିତ କରିଥିବାରୁ ରିଲାଏନ୍ସ ଫାଉଣ୍ଡେସନକୁ ମଧ୍ୟ କ୍ରୀଡାକୁ ପ୍ରୋତ୍ସାହନ ଦେଉଥିବା ଶ୍ରେଷ୍ଠ କର୍ପୋରେଟ ପୁରସ୍କାର ପ୍ରଦାନ କରାଯାଇଛି ।

ଏହି ଅବସରରେ ରିଲାଏନ୍ସ ଫାଉଣ୍ଡେସନ ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ. ଅମ୍ବାନୀ  ” ସିଆଇଆଇ ସ୍ପୋର୍ଟ୍ସ ବିଜିନେସ ଆୱାର୍ଡରେ ସ୍ପୋର୍ଟ୍ସ ଲିଡର-ଅଫ-ଦି-ଇୟର ପୁରସ୍କାର ଏବଂ କ୍ରୀଡାକୁ ପ୍ରୋତ୍ସାହନ ଦେଉଥିବା ଶ୍ରେଷ୍ଠ କର୍ପୋରେଟ ପୁରସ୍କାର ଗ୍ରହଣ କରି ସେ ବେଶ ଗୌରବାନ୍ୱିତ ଅନୁଭବ କରୁଛନ୍ତି ବୋଲି କହିଛନ୍ତି । 

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories