www.samajalive.in
Tuesday, December 9, 2025
16.1 C
Bhubaneswar

ପ୍ରଚାର ସମୟରେ ପିଆଜ ମାଡ଼: ନୀତିଶ କହିଲେ- ଆହୁରି ଫିଙ୍ଗ

ପାଟନା : ବିହାର ବିଧାନସଭାର ତୃତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ବିଭିନ୍ନ ରାଜନୈତିକ ଦଳର ଷ୍ଟାର ପ୍ରଚାରକମାନେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଆଜି ପ୍ରଚାର ସମୟରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଲୋକଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ସେ ପ୍ରଚାର କରୁଥିବା ସମୟରେ ଲୋକମାନେ ତାଙ୍କ ଉପରକୁ ପିଆଜ ମାଡ଼ କରିଥିବା ଜଣାପଡ଼ିଛି।

ନୀତୀଶ ମଧୁବନୀ ଜିଲ୍ଲାର ହରଲାଖୀରେ ଆୟୋଜିତ ସାଧାରଣ ସଭାରେ  ନିଯୁକ୍ତି ପ୍ରସଙ୍ଗରେ ଭାଷଣ ଦେଉଥିଲାବେଳେ ଭିଡ଼ ଭିତରୁ କେହି ଜଣେ ତାଙ୍କ ଉପରକୁ ପଥର, ପିଆଜ ଫିଙ୍ଗିଥିଲେ। ଏହା ପରେ ନୀତୀଶ କୁମାର କିଛି ସମୟ ଅଟକି ଯାଇଥିଲେ। ଏହାପରେ ସେ ଲୋକମାନଙ୍କୁ ଯାହା ପିଙ୍ଗିବାର ଅଛି ଫିଙ୍ଗ ଓ ଏହାକୁ ସେ ସ୍ୱାଗତ କରୁଛନ୍ତି ବୋଲି କହିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories