www.samajalive.in
Sunday, December 14, 2025
19.1 C
Bhubaneswar

ହୋଲି ଉତ୍ସବ ପାଳନ କରିବେନି ନୀତିଶ କୁମାର

ପାଟଣା: ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ହୋଲି ଉତ୍ସବ ପାଳନ କରିବେ ନାହିଁ । ଏକ ସଡକ ଦୁର୍ଘଟଣାରେ ୯ ଜଣ ଶିଶୁଙ୍କର ମୃତ୍ୟ ହେବାପରେ ସେ ହୋଲି ଉତ୍ସବ ପାଳନ କରିବେ ନାହିଁ ବୋଲ ନିଷ୍ପତି ନେଇଛନ୍ତି । ଧର୍ମପୁର ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ବିଦ୍ୟାଳୟ ବାହାରେ ଛିଡା ହୋଇଥିବା ବେଳେ ଗୋଟିଏ ଗାଡି ଦୃତ ଗତିରେ ସେମାନଙ୍କୁ ଧକ୍କା ଦେଇଛିଲା । ଏହାକୁ ବିଜେପି ନେତା ମନୋଜ ବୈଥା ଚଳାଉଥିଲେ । ସେ ନିଶାଗସ୍ତ ଅବସ୍ଥାରେ ଗାଡି ଚଲାଉଥିବା ଅଭିଯୋଗ ହୋଇଛି । ଏହାପରେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି ।

 

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories