www.samajalive.in
Friday, December 5, 2025
23.1 C
Bhubaneswar

ସ୍କୁଲରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ

ଭୁବନେଶ୍ଵର : ବିଦ୍ୟାଳୟରେ ଭଗବତ୍ ଗୀତା ପାଠ କରିବେ ଛାତ୍ରଛାତ୍ରୀ। ଆଜି ବିଧାନସଭାରେ ପ୍ରାଥମିକ ବିଦ୍ୟାଳୟଠାରୁ ଆରମ୍ଭ କରି ଉଚ୍ଚ ବିଦ୍ୟାଳୟ ଗୁଡିକରେ ଧାର୍ମିକ, ନୈତିକ ଓ ବୌଦ୍ଧିକ ବିଚାରର  ବିକାଶ ପାଇଁ ଶ୍ରୀମଦ୍ ଭଗବତ୍ ଗୀତାର ପଠନ ଓ ମହତ୍ତ୍ଵର ଚର୍ଚ୍ଚା  ପାଇଁ  ସରକାରଙ୍କ ପ୍ରସ୍ତାବ ଅଛି କି ବୋଲି ପ୍ରଶ୍ନ କରିଥିଲେ ବିଧାୟକ ସିତାଂଶୁ ଶେଖର ମହାପାତ୍ର। ଏହାର ଉତ୍ତର ଦେବାକୁ ଯାଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ନୈତିକ ଓ ବୌଦ୍ଧିକ ବିକାଶ ପାଇଁ ନୈତିକ ଗଳ୍ପ ଓ ଶାନ୍ତିମନ୍ତ୍ର ପାଠ ସହ ଭଗବତ ଗୀତା ପାଠ ପାଇଁ ପ୍ରସ୍ତାବ ରହିଛି। ବିଦ୍ୟାଳୟରେ ନିଜ ବିଷୟ ବସ୍ତୁ ସହ ଛାତ୍ରଛାତ୍ରୀମାନେ ଭଗବତ ଗୀତା ପାଠ କରିବେ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories