www.samajalive.in
Monday, December 15, 2025
17.1 C
Bhubaneswar

ଜାନୁଆରୀ ୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଡେସ୍କ: ଚଳିତ ମାସ ୬ ତାରିଖ ସୋମବାର ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ୟସ୍ତ ରହିବେ ତେଣୁ ସେହିଦିନ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣୀ ବନ୍ଦ ରହିବ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ କୁହାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories