www.samajalive.in
Monday, December 15, 2025
16.1 C
Bhubaneswar

ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ବସ ସେବା

ଭୁବନେଶ୍ୱର : ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ବସ ସେବାକୁ ଅନୁମୋଦନ ମିଳିଛି। ଯେଭଳି ଅଧିକରୁ ଅଧିକ ପିଲା ବସ ସେବା ପାଇ  ପାରିବେ, ସେ ନେଇ ଗୁରୁତ୍ୱ ଦିଆଯାଇଛି। ଛାତ୍ରଛାତ୍ରୀ ଯାଉଥିବା ରୁଟ ଓ ସମୟକୁ ଗୁରୁତ୍ବ ଦେବାକୁ ଓଡ଼ିଶା ରାଜ୍ୟ ପରିବହନ ନିଗମ – ଓଏସଆରଟିସିକୁ ଅନୁରୋଧ କରାଯାଇଛି।

ସମସ୍ତ ସ୍କୁଲ ଛାତ୍ର ଛାତ୍ରୀ ନିଜର ଆଇଡି କାର୍ଡ ଦେଖାଇ ଓ ୟୁନିଫର୍ମ ପିନ୍ଧି ବସରେ ମାଗଣା ଯାଇପାରିବେ। ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ଏହି ମାଗଣା ବସ ସେବା ପାଇପାରିବେ। ଏହି ବ୍ୟବସ୍ଥା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories