www.samajalive.in
Saturday, December 6, 2025
15.1 C
Bhubaneswar

୨୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ଆସନ୍ତା ୨୦ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ବର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଉକ୍ତ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ହେବନାହିଁ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories