www.samajalive.in
Wednesday, December 10, 2025
15.1 C
Bhubaneswar

ଭସାଣିରେ ଲେଜର ଲାଇଟ୍ ଓ ଫାୟାର ଗନ୍ ମନା

କଟକ : ଦୁର୍ଗା ପୂଜା ଭସାଣିରେ ଲେଜର ଲାଇଟ୍ ଓ ଫାୟାର ଗନ୍ ବ୍ୟବହାର ହେବନି । ପ୍ରଶାସନ ସହ ଶାନ୍ତି କମିଟି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଦୁର୍ଗାପୂଜା ପାଇଁ ପୂର୍ବରୁ ରାଜଧାନୀ ଭୁବନେଶ୍ଵର ଏବଂ କଟକରେ କମିଶନରେଟ ପୁଲିସ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଯାଇଥିଲା। ମଦମୁକ୍ତ ଭସାଣି ଏବଂ ଡିଜେମୁକ୍ତ ରୋଷଣିକୁ  ଗୁରୁତ୍ଵ ଦିଆଯାଇଥିଲା । ଡିଜେକୁ ସମ୍ପୂର୍ଣ୍ଣ ବାରଣ କରାଯାଇଥିଲା । ଏବେ ବୈଠକରେ ଲେଜର ଲାଇଟ୍ ଓ ଫାୟାର ଗନ୍ ଆଦୌ ବ୍ୟବହାର ହେବନି ବୋଲି ନିଷ୍ପତ୍ତି ନିଆଯାଇଛି । ବୈଠକରେ ପୁଣି ନିଶାମୁକ୍ତ ଭସାଣି, ଡିଜେ ମୁକ୍ତ ରୋଷଣି ଉପରେ ଗୁରୁତ୍ବ ଦିଆଯାଇଛି । କହିରଖୁଛୁ ବୈଠକରେ ଜିଲାପାଳ, ମେୟର, ବିଧାୟକ ଓ କମିଟି ସଦସ୍ୟ ସାମିଲ ଥିଲେ ।

ପଲିଗ୍ରାଫ୍‌ ପରୀକ୍ଷାରେ ମତ ବଦଳାଇଲା ସଞ୍ଜୟ; ‘ମୃତଦେହ ଦେଖି ଦୌଡି ପଳାଇଥିଲି’

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories