www.samajalive.in
Saturday, December 13, 2025
14.1 C
Bhubaneswar

ଚଳିତ ବର୍ଷ ହେବନି ବିଦ୍ୟୁତ୍‌‌ କାଟ

ଡେସ୍କ :  ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଅସହ୍ୟ ଗରମ ସାଧାରଣ ଜନଜୀବନକୁ ପ୍ରଭାବିତ କରିଛି। ତେବେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ବୁଧବାର କହିଛନ୍ତି, ଚଳିତ ବର୍ଷ ଆଦୌ ବିଦ୍ୟୁତ୍‌‌ କାଟ ହେବ ନାହିଁ। ଏବେ  ଅସହ୍ୟ ଗରମ ଯୋଗୁଁ ଅନେକ ସ୍ଥାନରେ ବିଜୁଳି କାଟ୍‌‌ ହେଉଥିବା ଦେଖିବାକୁ ମିଳୁଛି। ତେବେ ମନ୍ତ୍ରୀ କହିଛନ୍ତି  ଯେ ‘ରାଜ୍ୟରେ ଏବର୍ଷ ବିଦ୍ୟୁତ୍‌‌ କାଟ ହେଇନି କି ହେବାର ସମ୍ଭାବନା ମଧ୍ୟ ନାହିଁ।

ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ବିଦ୍ୟୁତ୍‌‌ ଶକ୍ତି ରହିଛି । ଜନସାଧାରଣଙ୍କ ଚାହିଦା ମୁତାବକ ବିଜୁଳି ଶକ୍ତି ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ଦେବ ଦୃଢ଼ ପ୍ରତିଶ୍ରୁତି ଦେଇଛନ୍ତି। କେଉଁଠି ଯାନ୍ତ୍ରିକ ତ୍ରୁଟି  କିମ୍ବା କାଳବୈଶାଖୀ ପାଇଁ ବିଦ୍ୟୁତ୍‌‌ କାଟ ହୋଇଛି। ତେବେ ଲୋକଙ୍କ ଦାବି ଅନୁଯାୟୀ ବିଦ୍ୟୁତ ଯୋଗାଇ ଦିଆଯାଉଛି ବୋଲି ମନ୍ତ୍ରୀ କହିଛନ୍ତି ।

- Advertisement -

 

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories