www.samajalive.in
Saturday, December 6, 2025
14.1 C
Bhubaneswar

ରାଷ୍ଟ୍ରପତି ଭବନ ପରିସରରେ ରଜପର୍ବ ଆୟୋଜନ ବାତିଲ

ନୂଆଦିଲ୍ଲୀ: ଚଳିତ ୨୦୨୫ରେ ରାଷ୍ଟ୍ରପତି ଭବନ ପରିସରରେ ରଜ ପର୍ବ ଆୟୋଜନ ହେବନାହିଁ। ଅହମ୍ମଦାବାଦ ବିମାନ ଦୁର୍ଘଟଣା ଯୋଗୁଁ ସମଗ୍ର ଦେଶରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ଦୃଷ୍ଟିରୁ ରାଷ୍ଟ୍ରପତି ଭବନ ଆସନ୍ତା ରଜପର୍ବ କାର୍ଯ୍ୟକ୍ରମକୁ ବାତିଲ କରିଛନ୍ତି। ପୂର୍ବରୁ ୨୦୨୩ରେ ବାଲେଶ୍ୱର ଜିଲାର ବାହାନଗାଠାରେ ରେଳ ଦୁର୍ଘଟଣା ଯୋଗୁଁ ରଜପର୍ବ ଆୟୋଜନ ବନ୍ଦ ରହିଥିଲା। ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପଦଭାର ଗ୍ରହଣ ପରେ ରାଷ୍ଟ୍ରପତି ଭବନ କଲ୍‌ଚରାଲ ସେଣ୍ଟର ଦ୍ୱାରା ଆୟୋଜିତ ରଜପର୍ବ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦିଲ୍ଲୀ ଦରବାରରେ ଓଡ଼ିଆ କଳା ଓ ସଂସ୍କୃତିର ଝଲକ ଦେଖିବାକୁ ମିଳିଥାଏ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories