www.samajalive.in
Monday, December 8, 2025
14.1 C
Bhubaneswar

ଓଡ଼ିଶାକୁ ମିଳିବନି ସ୍ବତନ୍ତ୍ର ପାହ୍ୟା, ସ୍ପଷ୍ଟ କଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ

ଭୁବନେଶ୍ବର: ଓଡ଼ିଶାକୁ ଆଉ ମିଳିବନି ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା। ଆଗାମୀ ଦିନରେ ଆଉ କୌଣସି ରାଜ୍ୟକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମିଳିବ ନାହିଁ ବୋଲି ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ କରି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ଆଗାମୀ ଦିନରେ ଆଉ କୌଣସି ରାଜ୍ୟକୁ ସ୍ବତନ୍ତ୍ର ପାହ୍ୟା ମିଳିବନି। ଏଥିଲାଗି ଅର୍ଥ କମିଶନ ତାଙ୍କ ରିପୋର୍ଟରେ ସୁପାରିଶ କରିଛନ୍ତି। ଆନ୍ଧ୍ର ବିଭାଜନ ସର୍ତ୍ତ ଆଧାରରେ ତେଲେଙ୍ଗାନାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମିଳିଛି।

ଏଥିଲାଗି ଅର୍ଥ କମିସନ ତାଙ୍କ ରିପୋର୍ଟରେ ସୁପାରିଶ କରିଛନ୍ତି । ଆନ୍ଧ୍ରପ୍ରଦେଶ ବିଭାଜନ ସମୟରେ ରହିଥିବା ସର୍ତ୍ତ ଆଧାରରେ ତେଲେଙ୍ଗାନାକୁ ସ୍ଵତନ୍ତ୍ର ରାଜ୍ୟ ପାହ୍ୟା ଦିଆଯାଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ଏହା କହିଛନ୍ତି।
ମନରେଗା ହେଉଛି ଚାହିଦାଭିତ୍ତିକ ଯୋଜନା। ଜନସାଧାରଣଙ୍କ ଚାହିଦା ବଢ଼ିଲେ, ବ୍ୟୟବରାଦ ବଢ଼ିବ। ମୋଦୀ ସରକାର ଆସିବା ପରେ ମନରେଗାରେ ଦିଆଯାଉଥିବା ପାଣ୍ଠି ବର୍ଷ ଶେଷ ସୁଦ୍ଧା ସଂପୂର୍ଣ୍ଣ ବିନିଯୋଗ ହେଉଛି, ଯାହା ପୂର୍ବ ସରକାର ହେଉ ନଥିଲା ।

- Advertisement -

କିଛି ରାଜ୍ୟ ଏହାକୁ ପ୍ରସଙ୍ଗ କରୁଛନ୍ତି। କିନ୍ତୁ ଏମିତି ବି ରାଜ୍ୟ ଅଛନ୍ତି। ଯେଉଁମାନଙ୍କୁ ଆର୍ଥିକ ବର୍ଷ ଆରମ୍ଭରୁ ପାଣ୍ଠି ଦିଆଯାଉଥିଲେ ବି ଖର୍ଚ୍ଚ କରିପାରୁନାହାନ୍ତି । ଏହି ଯୋଜନାର ବ୍ୟବବରାଦ ଅତିରିକ୍ତ ବ୍ୟୟ ବରାଦ ଜରିଆରେ ବଢାଇବାର ବିକଳ୍ପ ରହିଛି । ଯାହାକି ଅତୀତରେ କରଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories