www.samajalive.in
Friday, December 5, 2025
16.1 C
Bhubaneswar

କେନିୟାରେ ବିମାନ ଦୁର୍ଘଟଣା, ୧୨ ମୃତ

ନାଇରୋବି: ଆଫ୍ରିକୀୟ ରାଷ୍ଟ୍ର କେନିୟାର କ୍ବାଲେ ସହରରେ ମଙ୍ଗଳବାର ଏକ ବିମାନ ଦୁର୍ଘଟଣାଗସ୍ତ ହୋଇଥିବାବେଳେ ସେଥିରେ ଯାତ୍ରା କରୁଥିବା ୧୨ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି। ବିମାନଟି ଡିଆନିରୁ କିଚ୍‌ୱା ଯାତ୍ରା କରୁଥିବାବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା କୁହାଯାଇଛି। ପ୍ରାଣ ହରାଇଥିବା ଯାତ୍ରୀମାନେ ପର୍ଯ୍ୟଟକ ଭାବେ ମସାଇମାରା ଅଭୟାରଣ୍ୟ ବୁଲିବାକୁ ଉକ୍ତ ବିମାନରେ ଯାତ୍ରା କରୁଥିଲେ। ତେବେ ଏହି ପର୍ଯ୍ୟଟକମାନେ ଦେଶୀ ନା ବିଦେଶୀ, ସେ ସମ୍ପର୍କରେ କେନିୟା ସରକାରଙ୍କ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିପାରିନାହିଁ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories