www.samajalive.in
Wednesday, December 10, 2025
18.1 C
Bhubaneswar

ବାରବାଟୀରେ ବ୍ୟାରିକେଡ୍ ଭାଙ୍ଗିଲେ ଲୋକେ

କଟକ : କଟକ ବାରବାଟୀରେ ଟିକେଟ୍ ବିକ୍ରି ପାଇଁ ଅସମ୍ଭାଳ ଭିଡ ସହ ଠେଲାପେଲା ପରେ ଶେଷରେ ବ୍ୟାରିକେଡ୍ ଭାଙ୍ଗି ଦେଇଛନ୍ତି ଲୋକେ । ଦୀର୍ଘ ସମୟ ଧରି ଧାଡିରେ ଛିଡା ହେବା ପରେ ଟିକେଟ୍ ନମିଳିବାରୁ ଶେଷରେ ଉତ୍ତ୍ୟକ୍ତ ହୋଇ ଲୋକେ ବ୍ୟାରିକେଡ୍ ଭାଙ୍ଗିଦେଇଛନ୍ତି । କହିରଖୁଛୁ ଟିକେଟ୍ କାଉଣ୍ଟରରେ ଗତକାଲିଠୁ ଭିଡ ଲାଗି ରହିଛି । ବୁଧବାର ଏଥିପାଇଁ ଅସମ୍ଭାଳ ଭିଡ ସହ ଧସ୍ତାଧସ୍ତି ପରିସ୍ଥିତି ଦେଖିବାକୁ ମିଳିଥିଲା । ଭିଡକୁ ନିୟନ୍ତ୍ରଣ କରିବା ପୁଲିସ ପକ୍ଷେ କାଠିକର ପାଠ ହୋଇଯାଇଥିଲା । ଅସମ୍ଭାଳ ଭିଡ ପାଇଁ ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେଇଛି । ଶେଷରେ ବୁଧବାର ସନ୍ଧ୍ୟାରେ କ୍ରିକେଟ୍ ପ୍ରେମୀ କ୍ଷୋଭ ପ୍ରକାଶ କରି ବ୍ୟାରିକେଡ୍ ଭାଙ୍ଗିଦେଇଛନ୍ତି ।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories