www.samajalive.in
Friday, December 5, 2025
27.1 C
Bhubaneswar

ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ୍‌

ସମାଜ ଡିଜିଟାଲ ଡେସ୍କ: ଅର୍ଥନୀତି କ୍ଷେତ୍ରରେ ଅବଦାନ ପାଇଁ ରୟାଲ ସ୍ୱିଡିସ୍‌ ଏକାଡେମୀ ଅଫ୍‌ ସାଇନ୍ସେଜ୍ ପକ୍ଷରୁ ବର୍ଷ ୨୦୨୪ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଚଳିତ ବର୍ଷ ୩ ଜଣ ଅର୍ଥଶାସ୍ତ୍ରୀଙ୍କୁ ମିଳିତ ଭାବେ ପ୍ରଦାନ କରାଯିବ ଏହି ସମ୍ମାନ। ଡାରୋନ ଏସ୍‌ମୋଗ୍ଲୁ, ସାଇମନ ଜନ୍‌ସନ୍‌ ଓ ଜେମ୍‌ସ ଏ. ରବିନ୍‌ସନ୍‌ଙ୍କୁ ଅର୍ଥନୀତିରେ ମିଳିବ ନୋବେଲ୍‌। ସଂସ୍ଥାଗୁଡ଼ିକ କିପରି ଗଠନ ହୁଏ ଏବଂ ସେମାନେ କିପରି ସମୃଦ୍ଧିକୁ ପ୍ରଭାବିତ କରନ୍ତି ସେ ସମ୍ବନ୍ଧରେ ଅଧ୍ୟୟନ ପାଇଁ ଏହି ୩ ଅର୍ଥଶାସ୍ତ୍ରୀଙ୍କୁ ମିଳିବ ନୋବେଲ୍‌ ପୁରସ୍କାର।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories