www.samajalive.in
Saturday, December 6, 2025
16.1 C
Bhubaneswar

ମୁସ୍କିନ୍ ଇଣ୍ଟରନ୍ୟାସନାଲରେ ଅଗ୍ନିକାଣ୍ଡ, ନିଆଁ ଲିଭାଉଛି ଅଗ୍ନିଶମ ବିଭାଗର ୧୨ରୁ ଅଧିକ ଗାଡି

ନୋଏଡା: ଉତ୍ତରପ୍ରଦେଶର ନୋଏଡାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଫେଜ୍‌-୨ ପିଏସ ସୀମାର ମୁସ୍କିନ୍ ଇଣ୍ଟରନ୍ୟାସନାଲରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି । ଏନେଇ ସ୍ଥାନୀୟ ପୁଲିସ ଓ ଅଗ୍ନିଶମ ବାହିନୀ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଅଗ୍ନିକାଣ୍ଡକୁ ନେଇ ପୁଲିସ ତାର ପ୍ରତିକ୍ରିୟା ରଖିଛି ।

ପୁଲିସର ସୂଚନା ଅନୁସାରେ, ଅଗ୍ନିକାଣ୍ଡରେ କୌଣସି ଜୀବନ ହାନୀ ହୋଇନାହିଁ । ନିଆଁ ଲାଗିବା ପରେ ଚାରିଆଡ଼େ ଧୂଆଁ ଧୂଆଁ ପରିବେଶ ସୃଷ୍ଟି ହୋଇ୍‌ଥିଲା । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ୧୨ରୁ ଅଧିକ ଗାଡି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ରହିଛନ୍ତି । କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଛି ତାହା ଜଣାପଡ଼ି ନାହିଁ ।

Hot this week

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

Related Articles

Popular Categories