www.samajalive.in
Saturday, December 6, 2025
16.1 C
Bhubaneswar

ଅଘଟଣ ; ଲିଫ୍ଟ ଖସି ୪ ଶ୍ରମିକ ମୃତ

ନୂଆଦିଲ୍ଲୀ : ଗ୍ରେଟର ନୋଏଡାରେ ଏକ ବଡ ଅଘଟଣ ଘଟିଥିବା ନେଇ ଶୁକ୍ରବାର ଖବର ମିଳିଛି। ଏକ ପ୍ରକଳ୍ପର ନିର୍ମାଣାଧୀନ କାର୍ଯ୍ୟ ସମୟରେ ଲିଫ୍ଟ ଖସି ଯିବାରୁ ୪ ଶ୍ରମିକଙ୍କ ମୃତ୍ୟୁ ହେବା ସହ ୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories