www.samajalive.in
Sunday, December 7, 2025
14.1 C
Bhubaneswar

କଳାହାଣ୍ଡିର ୩ ଲୋକସଭା ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ

କଳାହାଣ୍ଡି : ସୋମବାର ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ଦଳରୁ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ପିସିସି ପ୍ରଚାର କମିଟିର ଅଧ୍ୟକ୍ଷ ଭକ୍ତ ଚରଣ ଦାସ, ବିଜେଡି ଦଳରୁ ଧର୍ମଗଡ ବିଧାୟକ ତଥା ବିଜେଡି ଜିଲାସଭାପତି ପୁଷ୍ପେନ୍ଦ୍ର ସିଂହଦେଓ ଓ ବିଜେପିରୁ ନୂଆପଡା ବିଧାୟକ ତଥା ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା ନିଜ ନିଜ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି କଳାହାଣ୍ଡି ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଡା. ଗାଭିଲ ପରାଗ ହର୍ଷଦଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories