www.samajalive.in
Saturday, December 6, 2025
15.1 C
Bhubaneswar

ପୂର୍ବତନ ବିଧାୟକ ନଵ ଦାସଙ୍କ ନାମାଙ୍କନ ପତ୍ର ଦାଖଲ

ଝାରସୁଗୁଡ଼ା : ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରୁ ବିଜେଡ଼ି ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ ନଵ ଦାସ ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଝାରସୁଗୁଡ଼ା ମନମୋହନ ଏମଇ ସ୍କୁଲ ପଡିଆରୁ ଏକ ଭବ୍ୟ ଶୋଭାଯାତ୍ରାରେ ନଵ ଦାସ ବାହାରିଥିଲେ । ଶତାଧିକ ସମର୍ଥକଙ୍କ ସହ ନଵ ଦାସ ଉପଜିଲ୍ଲାପାଳ କାର୍ୟ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଓ ସିପିଆଇ ମେଣ୍ଟରେ ରମେଶ ତ୍ରିପାଠୀ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories