www.samajalive.in
Saturday, December 6, 2025
23.1 C
Bhubaneswar

ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା ଜାରି

ମୁମ୍ବଇ: ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା(ଏନବିଡବ୍ଲ୍ୟୁ) ଜାରି ହୋଇଛି। ବିଜୟ ମାଲ୍ୟାଙ୍କ ବିରୋଧରେ ଇଣ୍ଡିଆନ୍‌ ଓଭରସିଜ୍ ବ୍ୟାଙ୍କ ସହ ଜଡ଼ିତ ୧୮୦ କୋଟି ଟଙ୍କାର ଋଣ ପରିଶୋଧ ନ କରିବା ମାମଲାରେ ମୁମ୍ବଇର ଏକ ସ୍ୱତନ୍ତ୍ର ଅଦାଲତ ଏହି ଜାମିନବିହୀନ ପରଓ୍ବାନା ଜାରି କରିଛନ୍ତି। ଜୁନ୍ ୨୯ରେ କୋର୍ଟ ମାଲ୍ୟାଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି କରିଥିଲେ, କିନ୍ତୁ ସୋମବାର ଏହାର ଆଦେଶ ଉପଲବ୍ଧ ହେଲା।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories