www.samajalive.in
Saturday, December 6, 2025
14.1 C
Bhubaneswar

ଜମୁଛି ଛାଡଖାଇ ବଜାର: ସକାଳୁ ସକାଳୁ ଆମିଷ ବଜାରରେ ଭିଡ

ଭୁବନେଶ୍ଵର : ଜମୁଛି ଛାଡଖାଇ ବଜାର। କାର୍ତ୍ତିକ ପୂର୍ଣ୍ଣିମା ପରେ ଶନିବାର ସଂକ୍ରାନ୍ତି ଯୋଗୁଁ ଆମିଷ ବଜାର ପୁରା ଫିକା ପଡିଥିଲା। ଆଜି ରବିବାର ହୋଇଥିବାରୁ ଆମିଷ ପ୍ରେମୀଙ୍କ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଗ୍ରାହକ ଙ୍କ ଚାହିଦାକୁ ଦୃଷ୍ଟି ରଖି ମାର୍କେଟରେ ମଟର , ଚିକେନ୍ , ମାଛ , ଚିଙ୍ଗୁଡି ଆଦି ବିଭିନ୍ନ ପ୍ରକାରର ଆମିଷ ବିକ୍ରି ହେଉଛି। କାର୍ତ୍ତିକ ମାସରେ ହବିଷ ବ୍ରତ କରିଥିବା ଲୋକ ଆଜି ଆମିଷ ଖାଇବାକୁ ଅଧିକ ପସନ୍ଦ କରୁଛନ୍ତି। ଚାହିଦା ଅନୁସାରେ ଆଜି ଦାମ୍ ମଧ୍ୟ ପୂର୍ବ ଅପେକ୍ଷା ଅଧିକ ରହିଛି। ଦେଶୀ ଚିକେନ୍ କେଜି ୫୫୦, ମଟନ ୮୦୦, ଚିଙ୍ଗୁଡି ୫୫୦ ଟଙ୍କାରେ ବିକ୍ରି ହେଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories