www.samajalive.in
Sunday, December 7, 2025
14.1 C
Bhubaneswar

ଭଦ୍ରକରୁ ହଟିଲା ୧୬୩ ଧାରା

ସମାଜ ଡିଜିଟାଲ ଡେସ୍କ: ଭଦ୍ରକରୁ ହଟିଛି ଧାରା ୧୬୩। ଧାମନଗର ଏନଏସି ଓ ଧୋବଲ ସହ ଆଖପାଖ ଅଞ୍ଚଳରୁ କଟକଣା ହଟିବା ନେଇ ଉପ-ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଗତ ମାସ ୨୭ ତାରିଖରୁ ଏହି ସ୍ଥାନରେ ୧୬୩ ଧାରା ଜାରି କରାଯାଇଥିଲା। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୁରୁଣା ବଜାର ଅଞ୍ଚଳ ଓ ଧାମନଗର ଦୋବୋଲରେ ୧୬୩ଧାରା ଜାରି କରାଯାଇଥିଲା। ସୂଚନା ଅନୁସାରେ ସୋସିଆଲ ମିଡ଼ିଆରେ ବିବାଦୀୟ ଫେସବୁକ୍‌‌ ପୋଷ୍ଟକୁ ନେଇ ଉତ୍ତେଜନା ଦେଖା ଦେଇଥିଲା। ଯାହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ୨୭ତାରିଖରେ ୧୬୩ଧାରା ଲାଗୁ କରାଯାଇଥିଲା। ଏହାସହ କିଛି ଅଞ୍ଚଳରେ ଇଣ୍ଟରନେଟ୍‌‌ ସେବାରେ କଟକଣା ଲଗାଯାଇଥିଲା।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories