www.samajalive.in
Saturday, December 6, 2025
14.1 C
Bhubaneswar

୪ର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି; ୬ ଲୋକସଭା, ୪୨ ବିଧାନସଭା ଆସନରେ ହେବ ଭୋଟ

ଭୁବନେଶ୍ଵର: ରାଜ୍ୟରେ ହେବାକୁ ଥିବା ୪ର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ମଙ୍ଗଳବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୯ ତାରିଖରେ ଏହି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ୬ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ କରାଯିବ। ୬ଟି ଲୋକସଭା ଆସନ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ରହିଛି। ଆସନ୍ତା ୯ ତାରିଖରେ ପ୍ରାର୍ଥିପତ୍ର ଦାଖଲ ଶେଷ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ଦର୍ଶାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories