www.samajalive.in
Sunday, December 7, 2025
16.1 C
Bhubaneswar

ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ, ୨୬ରେ ପ୍ରାର୍ଥୀ ପତ୍ର ଯାଞ୍ଚ

ଭୁବନେଶ୍ଵର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ରହିଛି। ଏପ୍ରିଲ ୨୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି।  ମେ ୧୩ ତାରିଖରେ ଭୋଟ୍ ଗ୍ରହଣ ହେବ । ମେ୨୬ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ଥିବାବେଳେ ୨୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ରହିଛି। ୪ ସଂସଦୀୟ କ୍ଷେତ୍ର ସହ ୨୮ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ । ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି , ନବରଙ୍ଗପୁର , କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଭୋଟିଂ ରହିଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବା ନେଇ ସୂଚନା ରହିଛି। ଓଡିଶା ସମେତ ୧୦ଟି ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ମତଦାନ ହେବ। ୧୦ ରାଜ୍ୟରେ ୯୬ଟି ଲୋକସଭା ଆସନ ପାଇଁ ମତଦାନ ହେବ ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories