www.samajalive.in
Friday, December 5, 2025
27.1 C
Bhubaneswar

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟସଭା ଉପନିର୍ବାଚନ ଲାଗି ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି। ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ଅଗଷ୍ଟ ୨୧ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀ। ଅଗଷ୍ଟ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବା ପରେ ୨୭ରେ ପ୍ରତ୍ୟାହାର କରିବାର ଶେଷ ତାରିଖ ଧାର୍ଯ୍ୟ ହୋଇଛି। ସେପ୍ଟେମ୍ବର ୩ରେ ମତଦାନ ଗ୍ରହଣ କରାଯାଇ ସେହିଦିନ ଫଳାଫଳ ଘୋଷଣା କରାଯିବ। ଓଡ଼ିଶାର ଗୋଟିଏ ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ୯ଟି ରାଜ୍ୟର ମୋଟ ୧୨ଟି ଆସନ ପାଇଁ ମତଦାନ ହେବ। ଓଡ଼ିଶାରେ ମମତା ମହନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଗୋଟିଏ ଆସନ। ମମତାଙ୍କ ସ୍ଥାନରେ କିଏ ଯିବ ରାଜ୍ୟସଭା ତାହାକୁ ନେଇ ଚର୍ଚ୍ଚା ଲାଗି ରହିଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories