www.samajalive.in
Saturday, December 6, 2025
15.1 C
Bhubaneswar

ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ଫେବୃଆରୀ ୧୫ ତାରିଖ ଯାଏଁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ । ୧୬ରେ ନାମାଙ୍କନ ପତ୍ର ଯାଞ୍ଚ ଏବଂ ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଧାର୍ଯ୍ୟ କରାଯାଇଛି । ୨୭ ତାରିଖ ସକାଳ ୯ଟାରୁ ୪ଟା ଯାଏଁ ଭୋଟ ଏବଂ ୫ଟାରୁ ଗଣତି ଆରମ୍ଭ ହେବ ବୋଲି ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି । ଓଡିଶାର ୩ଟି ଆସନ ପାଇଁ ନିର୍ବାଚନ ହେବାକୁ ଯାଉଛି । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସ ପାଇଁ ନିର୍ବାଚନ ହେବ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories