www.samajalive.in
Monday, December 8, 2025
14.1 C
Bhubaneswar

ସ୍ୱୟଂକ୍ରିୟ ବ୍ୟବସ୍ଥାରେ ମୋଟରଯାନ ଫିଟନେସ ପ୍ରମାଣପତ୍ର

ନୂଆଦିଲ୍ଲୀ : ଦେଶରେ ଏଣିକି ଓଜନଦାର ଦ୍ରବ୍ୟ(ମାଲ) ପରିବହନ ଯାନ ଏବଂ ଯାତ୍ରୀବାହୀ ସମେତ ବିଭିନ୍ନ ଯାନର ଫିଟନେସ ପ୍ରମାଣପତ୍ର ସ୍ୱୟଂକ୍ରିୟ ବ୍ୟବସ୍ଥାରେ ହେବ । ସଡକ ପରିବହନ ଏବଂ ଜାତୀୟ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଗତ ୫ ତାରିଖ ଦିନ କେନ୍ଦ୍ରୀୟ ମୋଟର ଯାନ ନିୟମ ୧୯୮୯ ଧାରା ୧୭୫ ଅନୁଯାୟୀ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଏହି ବିଜ୍ଞପ୍ତି ଅନୁଯାୟୀ ଓଜନଦାର ଦ୍ରବ୍ୟ ପରିବହନକାରୀ ଏବଂ ଯାତ୍ରୀ ପରିବହନକାରୀ ଯାନଗୁଡିକର ଫିଟନେସ ପ୍ରମାଣ ପତ୍ର ସ୍ୱୟଂକ୍ରିୟ ବ୍ୟବସ୍ଥାରେ ୨୦୨୩ ଏପ୍ରିଲ ପହିଲାରୁ କରାଇବା ବାଧ୍ୟତାମୂଳକ ହେବ ।

- Advertisement -

ଅନ୍ୟ ମଧ୍ୟମ ମାଲ ପରିବହନକାରୀ, ଯାତ୍ରୀ ପରିବହନକାରୀ ଏବଂ ହାଲୁକା ପରିବହନକାରୀ ମୋଟର ଯାନ ପାଇଁ ୨୦୨୪ ମସିହା ଜୁନ ପହିଲାରୁ ଏହା ବାଧ୍ୟତାମୂଳକ ହେବ ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories