www.samajalive.in
Monday, December 15, 2025
26.1 C
Bhubaneswar

୧୧ଟି ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପାଇଁ ବିଜ୍ଞପ୍ତି

ଭୁବନେଶ୍ବର: ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ନିମନ୍ତେ ୧୧ଟି ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ପୁରୀ, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲାରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲା ଜଜ (ଭିଜିଲାନ୍ସ) କୋର୍ଟ ପ୍ରତିଷ୍ଠା ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି। ପୁରୀ ଜିଲାର ପିପିଲି, ନୟାଗଡ଼ର ରଣପୁର, ଖୋର୍ଦ୍ଧାର ବାଣପୁର, ଭଦ୍ରକର ବାସୁଦେବପୁର, ଅନୁଗୋଳର ତାଳଚେର, ସୁନ୍ଦରଗଡ଼ର ରାଜଗାଙ୍ଗପୁର, କଟକର ବାଙ୍କି ଓ କନ୍ଧମାଳର ଜି. ଉଦୟଗିରିରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା କରାଯିବ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories