www.samajalive.in
Monday, December 8, 2025
27.1 C
Bhubaneswar

୩ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ; ୬ ଲୋକସଭା, ୪୨ ବିଧାନସଭା ଆସନରେ ହେବ ଭୋଟ

ଭୁବନେଶ୍ୱର: ଏପ୍ରିଲ ୨୩ ତାରିଖରେ ଅନୁଷ୍ଠିତ ହେବାକୁ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢ଼େଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ଭୋଟ ଗ୍ରହଣ ହେବ। ଏଥିପାଇଁ ପ୍ରାର୍ଥିମାନେ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିବେ। ୫ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ୮ ତାରିଖକୁ ନାମାଙ୍କନ ପତ୍ର ପ୍ରତ୍ୟାହାର ଶେଷ ଦିନ ଭାବେ ଧାର୍ଯ୍ୟ କରାଯାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories