www.samajalive.in
Monday, December 8, 2025
13.1 C
Bhubaneswar

ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ: ଯୋଗାଣ ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଏଣିକି ହିତାଧିକାରୀଙ୍କୁ ଚାଉଳ ସହିତ ମିଳିବ ଗହମ। ଯେତିକି ଚାଉଳ ମିଳୁଛି ତାହାର ୨୦ ପ୍ରତିଶତ ଗହମ ଯୋଗାଇ ଦିଆଯିବ। ଶନିବାର ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏ ନେଇ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିବା ମନ୍ତ୍ରୀ ପାତ୍ର ଜଣାଇଛନ୍ତି।

ବର୍ତ୍ତମାନ ହିତାଧିକାରୀଙ୍କୁ ମୁଣ୍ଡ ପିଛା ୫ କିଲୋଗ୍ରାମ ଲେଖାଏଁ ଚାଉଳ ଯୋଗାଇ ଦିଆଯାଉଥିଲା। କିନ୍ତୁ ଗହମ ପାଇଁ ଲୋକଙ୍କ ଚାହିଦା ରହିଥିବାରୁ ତାହାକୁ ଦୃଷ୍ଟିରେ ରଖି କେନ୍ଦ୍ର ମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରାଯାଇଥିବା ମନ୍ତ୍ରୀ କହିଛନ୍ତି।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories