www.samajalive.in
Tuesday, December 9, 2025
23.1 C
Bhubaneswar

ଭୟଙ୍କର ଅଗ୍ନିକାଣ୍ଡ: ୪ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ

ନୂଆଦିଲ୍ଲୀ : ଗୁଜରାଟ ଦାହୁଦରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିର୍ମାଣାଧୀନ ୭୦ ମେଗାଓ୍ବାଟ୍ ସୋଲାର ପାଓ୍ବାର ପ୍ଲାଣ୍ଟରେ ଏଭଳି ଅଘଟଣ ଘଟିଛି। ଏଥିରେ ପ୍ରାୟ ୪୦୦ କୋଟି ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ବହୁ ମୂଲ୍ୟବାନ୍ ଯନ୍ତ୍ରାଂଶ ମଧ୍ୟ ନଷ୍ଟ ହୋଇଯାଇଛି। ଖବର ପାଇ ଏନଟିପିସିର ଅଧିକାରୀ ଏବଂ ଅଗ୍ନିଶମବାହିନୀ କର୍ମଚାରୀ ମାନେ ଘଟଣାସ୍ଥଳକୁ ଯାଇ ନିଆଁକୁ ଆୟତ୍ତ କରିଥିଲେ। ପୁଲିସ୍ ସିସି ଟିଭି ଫୁଟେଜକୁ ଆଧାର କରି ତଦନ୍ତ ଜାରି ରଖିଛି। ଅଗ୍ନିକାଣ୍ଡ ପଛରେ ସ୍ଥାନୀୟ ଲୋକଙ୍କ ହାତ ଥିବା ସନ୍ଦେହ କରାଯାଉଛି। ଦୀର୍ଘ ଦିନରୁ କିଛି ସ୍ଥାନୀୟ ଲୋକ ପ୍ଲାଣ୍ଟ କାମକୁ ବିରୋଧ କରି ଆସୁଥିଲେ।

Hot this week

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

Related Articles

Popular Categories