www.samajalive.in
Friday, December 5, 2025
26.1 C
Bhubaneswar

ଆଜି ବାହାରିବ ନୂଆଁଖାଇ ଲଗ୍ନ

ସମ୍ବଲପୁର : ଆଉ ଦିନ କେଇଟା ପରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ। ଏଥିଲାଗି ଆଜି ବାହାରିବ ଲଗ୍ନ। ପ୍ରତିବର୍ଷ ଜନ୍ମାଷ୍ଟମୀ ପରଦିନ ଅର୍ଥାତ୍ ଆଜି ସମ୍ବଲପୁର ଝାଡୁଆପଡା ସ୍ଥିତ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ପକ୍ଷରୁ ପଣ୍ଡିତ ମଣ୍ଡଳୀ ସଭା ଆୟୋଜନ କରାଯାଏ। ଏବଂ ସେଠାରେ  ନୂଆଁଖାଇ ଲଗ୍ନ ଧାର୍ଯ୍ୟ କରାଯାଇଥାଏ। ଲଗ୍ନ ନିର୍ଦ୍ଧାରଣ ପରେ ପଣ୍ଡିତ ମହାସଭା ଓ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ସଦସ୍ୟମାନେ ମା ସମଲେଇଙ୍କ ମନ୍ଦିର ଯାଇ ମାଙ୍କ ନିକଟରେ ଲଗ୍ନପତ୍ର ଅର୍ପଣ କରିଥାନ୍ତି। ତେବେ ଧାର୍ଯ୍ୟ ଲଗ୍ନ ଅନୁଯାୟୀ ମା ସମଲେଇଙ୍କଠାରେ ନବାନ୍ନ ଅର୍ପଣ କରିବା ପରେ ପଶ୍ଚିମ ଓଡିଶାରେ ନୂଆଁଖାଇ ପର୍ବ ପାଳିତ ହୁଏ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories