www.samajalive.in
Sunday, December 7, 2025
26.1 C
Bhubaneswar

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦେଶବାସୀଙ୍କୁ ନୂଆଁଖାଇ ଜୁହାର

ଡେସ୍କ: ନୁଆଁରେଖାଇ ପର୍ବ ଅବସରରେ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଶବାସୀଙ୍କ ନୂଆଁଖାଇ ଜୁହାର କରିଛନ୍ତି। ସେ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ ଆଜି ମହାନ ପର୍ବ ‘ନୂଆଁଖାଇ’ ପାଳନ ଅବସରରେ ମା, ଭଉଣୀ, ଭାଇମାନଙ୍କୁ ନୂଆଁଖାଇ ଜୁହାର୍‌। ଶ୍ରୀ ପ୍ରଧାନ ସମସ୍ତଙ୍କର ଜୀବନରେ ସୁଖ, ଶାନ୍ତି ଆଉ ସମୃଦ୍ଧି ଲାଗି ପ୍ରାର୍ଥନା କରିଛନ୍ତି। ପବିତ୍ର ‘ନୂଆଁଖାଇ’ ଅବସରରେ ଶ୍ରୀ ପ୍ରଧାନ ନୂଆଦିଲ୍ଲୀ ସ୍ଥିତ ହଜଖାସ୍ ମନ୍ଦିରରେ ମା’ ସମଲେଶ୍ୱରୀଙ୍କ ପାଖରେ ପୂଜାର୍ଚ୍ଚନା କରିଛନ୍ତି। ମା’ଙ୍କ ନିକଟରେ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରିବା ସହ ଜଗତର କଲ୍ୟାଣ କାମନା କରିଛନ୍ତି।

- Advertisement -

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories