www.samajalive.in
Wednesday, December 10, 2025
26.1 C
Bhubaneswar

ନୂଆପଡାରେ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: କହିଲେ ବିକାଶ ଦାୟିତ୍ୱ ମୋର

ସମାଜ ଡିଜିଟାଲ ଡେସ୍କ: ନୂଆପଡାରେ ବିଜେପିର ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇ ଦଳୀୟ ପ୍ରାର୍ଥୀ ଜୟ ଢୋଲକିଆଙ୍କ ଲାଗି ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ନୂଆପଡା ବିକାଶ ଦାୟିତ୍ୱ ମୋର, କଥା ଦେଇ କଥା ରଖିବୁ । ନୂଆପଡା ଇତିହାସରେ ନୂଆ ଫର୍ଦ୍ଦ ଯୋଡି ହେବାକୁ ଯାଉଛି । ଏବେଠାରୁ ନୂଆପଡାବାସୀ ଦେଖିବେ ଡବଲ ଇଞ୍ଜିନ ସରକାରର ବିକାଶ । ପୂର୍ବ ସରକାରରେ ମୁଖ୍ୟମନ୍ତ୍ରୀ ଉପନିର୍ବାଚନ ବେଳେ କଥା ଦେଇ ରଖୁନଥିଲେ । ମାତ୍ର ମୁଁ ଏହାରି ଭିତରେ ନୂଆପଡା ପାଇଁ ୧୧ଶହ କୋଟିର ପ୍ରକଳ୍ପ ଘୋଷଣା କରିଛି । ଜୟଙ୍କ ପ୍ରତି ବିଜେଡି ନେତାଙ୍କ ବ୍ୟକ୍ତିଗତ ଆରୋପ ଗ୍ରହଣୀୟ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories